Kalia Yojana Online Apply Amazing Scheme 2022

Facebook
Telegram
WhatsApp
LinkedIn

Kalia Yojana Online Apply: The Government of Odisha state has launched a new scheme known as Kalia Yojana. Under this scheme the financial help of Rs. 5,000 will be provided to the farmers of the state so that they would be able to carry out their activities without thinking about any financial hurdle. Along with them, the farmers who do not have their own land will also be provided with separate benefits..

କୃଷକଙ୍କ ଜୀବିକା ଏବଂ ଆୟ ବୃଦ୍ଧି ପାଇଁ ସହାୟତା

କୃଷି କ୍ଷେତ୍ରରେ ଅର୍ଥ ବିନିଯୋଗ ଏବଂ କୃଷକମାନଙ୍କର ନିରାପତ୍ତା ରାଜ୍ୟରେ ଦାରିଦ୍ର୍ଯ ଦୂରୀକରଣ ଏବଂ ସମୃଦ୍ଧିର ଧାରାକୁ ତ୍ୱରାନ୍ୱିତ କରିବାରେ ଗୁରୁତ୍ଵ ପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। “କାଳିଆ ” (କୃଷକଙ୍କ ଜୀବିକା ଏବଂ ଆୟ ବୃଦ୍ଧି ପାଇଁ ସହାୟତା ) ଯୋଜନା ମାଧ୍ୟମରେ ଚାଷୀ ମାନଙ୍କ ହିତ ସାଧନ ପାଇଁ ରାଜ୍ୟ ସରକାର ଏକ ସାମୁହିକ ଏବଂ ପରିବର୍ତ୍ତନଶୀଳ ସହାୟକ ବ୍ୟବସ୍ଥା ପ୍ରତିଷ୍ଠା କରି କୃଷି ଭିତ୍ତିକ ସମୃଦ୍ଧିର ଧାରାକୁ ତ୍ୱରାନ୍ୱିତ କରିବା ଲକ୍ଷ୍ୟ ରଖିଛନ୍ତି। “କାଳିଆ ” ଯୋଜନାର ମୁଖ୍ୟ ଉଦ୍ଦେଶ୍ଯ ହେଉଛି ରାଜ୍ୟର କୃଷକଙ୍କୁ ଆର୍ଥିକ ସହାୟତା ଚୟନର ସ୍ଵାଧୀନତା ପ୍ରଦାନ କରି ସେମାନଙ୍କ ସଶକ୍ତିକାରଣ ପାଇଁ ପ୍ରେରଣା ଦେବା ସହିତ ରାଜ୍ୟର କୃଷିର ଅଭିବୃଦ୍ଧି ଓ ବିକାଶ କରିବା। ହିତାଧିକାରୀଙ୍କ ନିକଟରେ ବିଭିନ୍ନ ଆର୍ଥିକ ସେବାର ସହଜ ଉପଲବ୍ଧିର ଉନ୍ନତିକରଣ ଦ୍ଵାରା କୃଷିର ଉତ୍ପାଦକତା ଓ କୃଷକଙ୍କର ବିଶେଷ କରି କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କର ଆୟ ବୃଦ୍ଧିରେ ସହାୟକ ହେବ।

ବାସ୍ତବ ଦୃଷ୍ଟିକୋଣ ଉପରେ ଆଧାରିତ ଏହି ଦୁରଦୃଷ୍ଟି ସମ୍ପନ୍ନ ଯୋଜନା ମାଧ୍ୟମରେ ୧୦,୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ଵ ରାଶି ବିନିଯୋଗ କରାଯାଇ ରାଜ୍ୟର ଅସମର୍ଥ କୃଷି ପରିବାର, ଭୂମିହୀନ ଚାଷୀ ଏବଂ ନାମମାତ୍ର ଚାଷୀଙ୍କୁ ଋଣ ଯନ୍ତା ଏବଂ ଦାରିଦ୍ର୍ଯରୁ ମୁକ୍ତ କରିବା ଏହି ଯୋଜନାର ଲକ୍ଷ୍ୟ। ‘କାଳିଆ ’ ଯୋଜନା ମାଧ୍ୟମରେ ରାଜ୍ୟ ସରକାର ୯୨ ପ୍ରତିଶତ ଚାଷୀ ଏବଂ ପ୍ରାୟ ସମସ୍ତ ଅଭାବଗ୍ରସ୍ତ ଭୂମିହୀନ ଚାଷୀ ମାନଙ୍କୁ ପରିସର ଭୁକ୍ତ କରିବା ପାଇଁ ବ୍ୟବସ୍ତା କରିଛନ୍ତି। ଏହି ଯୋଜନା ମାଧ୍ୟମରେ ଏହି ସମସ୍ତ ହିତାଧିକାରୀ ବ୍ଯାଙ୍କ ଜମାଖାତାକୁ ସିଧାସଳଖ ସହାୟତା ରାଶି ପ୍ରେରଣ କରାଯିବାର ବ୍ୟବସ୍ଥା କରାଯାଇଛି।

Kalia Yojana Online Apply Scheme

Kalia Yojana Online Apply Scheme

ରାଜ୍ୟର ସମସ୍ତ କ୍ଷୁଦ୍ର ଓ ନାମମାତ୍ର କୃଷକଙ୍କୁ ପ୍ରତି ରବି ଓ ଖରିଫ ଋତୁରେ ଚାଷକାର୍ଯ୍ୟ କରିବା ପାଇଁ ବିହନ, ସାର, କୀଟନାଶକ ଔଷଧ କିଣିବା ସହିତ ମଜୁରି ଓ ଆନୁଷଙ୍ଗିକ ଅନ୍ଯାନ୍ଯ କାର୍ଯ୍ୟ ନିମନ୍ତେ ୫ ଗୋଟି ଫସଲ ଋତୁରେ ମୋଟ୍ ୨୫୦୦୦ ଟଙ୍କାର ସହାୟତା ପ୍ରଦାନ କରାଯିବ। ଏହି ଯୋଜନା ଚଳିତ ୨୦୧୮ -୧୯ ରବି ଋତୁରୁ କାର୍ଯ୍ୟକାରୀ କରାଯାଉଛି।

୨୫,୦୦୦ଟଙ୍କାପ୍ରତି ପରିବାର ପାଇଁ ୫ଟି ଫସଲ ଋତୁରେ

Kalia Yojana Online Apply Scheme

Kalia Yojana Online Apply Scheme

ଗ୍ରାମାଞ୍ଚଳର ଭୂମିହୀନ ଚାଷୀ ପରିବାର ପାଇଁ କୃଷିଭିତ୍ତିକ ଆନୁଷଙ୍ଗିକ କାର୍ଯ୍ୟ ଯଥା କ୍ଷୁଦ୍ର ଛେଳିପାଳନ ୟୁନିଟ୍, କ୍ଷୁଦ୍ର କୁକୁଡା ପାଳନ ୟୁନିଟ, ବତକ ପାଳନ ୟୁନିଟ୍, ମତ୍ସ୍ୟଜୀବୀମାନଙ୍କୁ ମାଛଧରା ଉପକରଣ , ଛତୁଚାଷ ଓ ମହୁଚାଷ ଇତ୍ୟାଦି ନିମନ୍ତେ ୧୨,୫୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯିବର ବ୍ୟବସ୍ଥା ଅଛି। ରାଜ୍ୟର ଅନୁସୂଚିତ ଜାତି ଓ ଜନଜାତି ବ୍ୟକ୍ତି ମାନଙ୍କ ପାଇଁ ଏହି ଯୋଜନା ବିଶେଷ ଭାବେ ସହାୟ ହେବ।

୧୨,୫୦୦ଟଙ୍କାଭୂମିହୀନ ପରିବାରଙ୍କୁ ସହାୟତା

Kalia Yojana Online Apply Scheme

Kalia Yojana Online Apply Scheme

ଯେଉଁ କ୍ଷୁଦ୍ର, ନାମମାତ୍ର ତଥା ଭୂମିହୀନ କୃଷି ପରିବାର ଚାଷୀ ବର୍ଦ୍ଧକ୍ଯ, ଅକ୍ଷମତା କିମ୍ବା ରୋଗଦ୍ବାରା ଆକ୍ରାନ୍ତ ହୋଇ କୃଷି କାର୍ଯ୍ୟ ଓ ଜୀବିକା ଉପାର୍ଜନ କରିବା ନିମନ୍ତେ ଅସମର୍ଥ, ସେମାନଙ୍କ ପରିବାର ଜୀବିକା ନିର୍ବାହ କରିବା ପାଇଁ ଏକକାଳୀନ ୧୦,୦୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯିବ। ପ୍ରତିବର୍ଷ ୫ ଲକ୍ଷ ପରିବାର ଏହି ଯୋଜନାରେ ଅନ୍ତର୍ଭୁକ୍ତ ହେବେ।

୧୦,୦୦୦ ଟଙ୍କାପ୍ରତି ପରିବାର ଏବଂ ପ୍ରତିବର୍ଷ ପାଇଁ ଆର୍ଥିକ ସହାୟତା

Kalia Yojana Online Apply Scheme

Kalia Yojana Online Apply Scheme

ଖରିଫ ୨୦୧୯ ବର୍ଷ ଠାରୁ ୫୦,୦୦୦ ଟଙ୍କା ପର୍ଯ୍ୟନ୍ତ ଫସଲ ଋଣ ବିନା ସୁଧରେ ପ୍ରଦାନ କରାଯିବ ପାଇଁ କାଳିଆ ଯୋଜନାରେ ବ୍ୟବସ୍ଥା କରାଯାଇଛି।

୫୦,୦୦୦ ଟଙ୍କା୦% ସୁଧରେ ଋଣ

Key Facts of Kalia Yojana

  • Odisha farmers have not to pay interest over Rs.50,000 agriculture loan

  • Odisha landless farmers will get Rs.12,000 financial help from Agriculture Department for Cottage Indus such as hen pharming.

  • Odisha state farmers and landless farmers get RS.10,000 financial help for Crop.

  • This financial help will get through two part of 5,000-5,000 Rs.

  • Twenty Lakhs (20 lakh) of Odisha farmers has agriculture loan this scheme will help farmers to pay the Loan.

  • For this scheme farmers will be selected by Gram panchayat.

Kalia Yojana Online Apply

Complete your e-KYC Click Here
Online Grievance Application Form Click Here
Beneficiary List Click Here
Official Website Click Here

Thank you for visiting our website: jobalert360.com

Leave a Comment

error: Content is protected !!